ମୃତ ମହିଳାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କଲେ ବିଧାୟକ ।

0 327

ବୁଗୁଡା,(ପିପିଟି)୧୫/୦୬, ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ଲେମ୍ଭୁବଗିଚା ଗ୍ରାମର ନମିତା ସାହୁ ବୟସ ୪୫ ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି । ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଘରକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Leave A Reply

Your email address will not be published.