ରାଜଶ୍ରୀ ବଳାସୀ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ।

0 406

ପୋଲସରା,(ପିପିଟି ନ୍ଯୁଜ୍)୨୫/୦୪-ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ପୋଲସରା ବ୍ଲକ ଅନ୍ତର୍ଗତ ମାଳ ତେନ୍ତୁଳିଆ ରାଜଶ୍ରୀ ବଳାସି ସମାଜ ପରିଷଦ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୫,୫୦୦ ଟଙ୍କା ଆର୍ଥିକ ସହାୟତା ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିତିରେ ପ୍ରଦାନ କରିଛନ୍ତି।ପୋଲସରା ବିଡିଓ ଶମ୍ଭୁନାଥ ନନ୍ଦି ଉପସ୍ଥିତ ଥିଲେ ।
ରିପୋର୍ଟ – ସନ୍ତୋଷ କୁମାର ପଣ୍ଡା ।

Leave A Reply

Your email address will not be published.