ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ , ସୁସ୍ଥ ହେଲେ ୫ଜଣ ।

0 1,559

ଭୁବନେଶ୍ବର,(ପିପିଟି)୦୯/୦୫,ରାଜ୍ୟରେ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ହୋଇଛି ।ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୮୯କୁ ବୃଦ୍ଧି ପାଇଛି । ଉଲ୍ଲେଖଯୋଗ୍ଯ ଯେ  ରାଜ୍ୟରେ ଆଉ ୫ଜଣ ସୁସ୍ଥ ହୋଇଛନ୍ତି ,ସୁସ୍ଥଙ୍କ ସଂଖ୍ୟା ୬୮ରେ ପହଞ୍ଚିଛି । ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଓଡ଼ିଶାରେ କରୋନାରେ ୨୨୪ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ଓଡିଶାର ୧୯ ଜିଲ୍ଲାକୁ କରୋନା ବ୍ଯାପିଛି ।

Leave A Reply

Your email address will not be published.