ରାଜ୍ୟରେ ନୂତନ ସଂକ୍ରାମିତ ସଂଖ୍ୟା ୩୩୮୪ ।

0 1,051

ଭୁବନେଶ୍ଵର,ତା-୨୭/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୭,୧୧୩ ମଧ୍ୟରୁ ୧୫,୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ଆକ୍ରାନ୍ତ ସଂଖ୍ୟା ୧୩,୯୨୫ ମଧ୍ୟରୁ ୮,୫୫୮ ଜଣ ସୁସ୍ଥ ,୫୭ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୩,୩୮୪ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦,୯୮୬ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୫,୫୩,୨୫୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୯୦,୯୮୬ ଚିହ୍ନଟ ହୋଇଛନ୍ତି, ୬୨,୮୧୩ ଜଣ ସୁସ୍ଥ ହୋଇଥିବା ବେଳେ ୨୭,୬୭୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୪୪୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୩୮୪ ଜଣଙ୍କ ମଧ୍ୟରୁ ୨,୧୨୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୨୫୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.