ରାଜ୍ୟରେ ମୃତ ସଂଖ୍ୟା ୪ ଶହ ପାର, ନୂତନ ସଂକ୍ରାମିତ ସଂଖ୍ୟା ୨୯୯୩ ।

0 1,167

ଭୁବନେଶ୍ଵର,ତା-୨୩/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୬,୩୪୯ ମଧ୍ୟରୁ ୧୪,୧୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୧,୮୯୪ ମଧ୍ୟରୁ ୬,୪୯୫ ଜଣ ସୁସ୍ଥ ,୫୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୨,୯୯୩ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୮,୫୩୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୩,୦୨,୭୧୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୭୮,୫୩୦ ଚିହ୍ନଟ ହୋଇଛନ୍ତି ୫୨,୨୭୭ ଜଣ ସୁସ୍ଥ ହୋଇଥିବା ବେଳେ ୨୫,୭୯୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୪୦୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୯୯୩ ଜଣଙ୍କ ମଧ୍ୟରୁ ୧,୮୭୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୧୧୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.