ଭୁବନେଶ୍ବର,୨୧/୧୨(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୩୬୩ । ବର୍ତ୍ତମାନ ସୁଦ୍ଧା ୬୬,୩୫,୯୮୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୨୬,୫୯୬ ଚିହ୍ନଟ ହୋଇଛନ୍ତି ୩,୨୧,୬୪୭ ଜଣ ସୁସ୍ଥ ହୋଇଥିବା ବେଳେ ୩,୦୫୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୩୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩୬୩ ଜଣଙ୍କ ମଧ୍ୟରୁ ୨୦୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୫୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।