ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୩,୨୭,୮୬୭, ମୃତ୍ୟୁ ସଂଖ୍ୟା ୧,୮୫୩ ।

0 1,123

ଭୁବନେଶ୍ବର,୨୫/୧୨(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୨୩୫ । ବର୍ତ୍ତମାନ ସୁଦ୍ଧା ୬୭,୭୦,୧୦୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୨୭,୮୬୭ ଚିହ୍ନଟ ହୋଇଛନ୍ତି ୩,୨୨,୯୭୨ ଜଣ ସୁସ୍ଥ ହୋଇଥିବା ବେଳେ ୨,୯୮୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୫୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩୨୫ ଜଣଙ୍କ ମଧ୍ୟରୁ ୧୮୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୩୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.