ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨୨୬୯୩ , ସୁସ୍ଥ ସଂଖ୍ୟା ୧୪୩୯୨ ଓ ମୃତ ସଂଖ୍ୟା ୧୨୦ ।

0 1,630

ଭୁବନେଶ୍ଵର,ତା-୨୪/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୭୬୩୪ ମଧ୍ୟରୁ ୪୪୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୦ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୫ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୨୬୭୬ ମଧ୍ୟରୁ ୧୩୭୫ ଜଣ ସୁସ୍ଥ ,୧୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୧୫୯୪ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨୬୯୩ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୪,୩୩,୫୭୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜେଟିଭ ୨୨୬୯୩ ଚିହ୍ନଟ ହୋଇଛନ୍ତି ୧୪୩୯୨ ଜଣ ସୁସ୍ଥ ହୋଇଥିବା ବେଳେ ୮୧୪୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୨୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୩୨ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧୫୯୪ ଜଣଙ୍କ ମଧ୍ୟରୁ ୧୦୬୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୫୨୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି

Leave A Reply

Your email address will not be published.