ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨୪୦୧୩ , ସୁସ୍ଥ ସଂଖ୍ୟା ୧୫୨୦୦ ଓ ମୃତ ସଂଖ୍ୟା ୧୩୦ ।

0 1,256

ଭୁବନେଶ୍ଵର,ତା-୨୫/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୮,୧୯୪ ମଧ୍ୟରୁ ୫,୦୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୫ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୨,୮୫୦ ମଧ୍ୟରୁ ୧,୩୯୪ ଜଣ ସୁସ୍ଥ ,୧୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୧୩୨୦ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୦୧୩ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୪,୪୬,୪୧୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୨୪,୦୧୩ ଚିହ୍ନଟ ହୋଇଛନ୍ତି ୧୫,୨୦୧ ଜଣ ସୁସ୍ଥ ହୋଇଥିବା ବେଳେ ୮,୬୪୯ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୩୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୩୨ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧୩୨୦ ଜଣଙ୍କ ମଧ୍ୟରୁ ୮୮୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୪୩୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି।

Leave A Reply

Your email address will not be published.