ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨୮୧୦୭ , ସୁସ୍ଥ ସଂଖ୍ୟା ୧୭୩୭୩ ଓ ମୃତ ସଂଖ୍ୟା ୧୫୪ ।

0 1,323

ଭୁବନେଶ୍ଵର,ତା-୨୮/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୯,୫୦୧ ମଧ୍ୟରୁ ୫,୯୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୬ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୩,୫୭୨ ମଧ୍ୟରୁ ୧,୫୪୮ ଜଣ ସୁସ୍ଥ ,୧୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୧,୨୧୫ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୧୦୭ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୪,୭୬,୫୬୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨୮,୧୦୭ ଚିହ୍ନଟ ହୋଇଛନ୍ତି ୧୭,୩୭୩ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୫୪୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୫୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୩୫ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୨୧୫ ଜଣଙ୍କ ମଧ୍ୟରୁ ୭୫୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୪୬୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.