ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୩୯୦୧୮ , ସୁସ୍ଥ ସଂଖ୍ୟା ୨୪୪୮୩ ଓ ମୃତ ସଂଖ୍ୟା ୨୨୫ ।

0 1,026

ଭୁବନେଶ୍ଵର,ତା-୦୫/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୧,୮୧୨ ମଧ୍ୟରୁ ୮,୧୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୭ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୭ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୫,୩୧୧ ମଧ୍ୟରୁ ୨,୨୯୩ ଜଣ ସୁସ୍ଥ ,୩୧ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୧,୩୩୭ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୦୧୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୫,୮୫,୫୦୫ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୩୯,୦୧୮ ଚିହ୍ନଟ ହୋଇଛନ୍ତି ୨୪,୪୮୩ ଜଣ ସୁସ୍ଥ ହୋଇଥିବା ବେଳେ ୧୪,୨୬୬ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୨୨୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୪୪ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୩୩୭ ଜଣଙ୍କ ମଧ୍ୟରୁ ୮୧୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୫୨୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.