ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୪୨୫୫୦ , ସୁସ୍ଥ ସଂଖ୍ୟା ୨୬୮୮୮ ଓ ମୃତ ସଂଖ୍ୟା ୨୪୭ ।

0 1,228

ଭୁବନେଶ୍ଵର,ତା-୦୭/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୨,୩୫୯ ମଧ୍ୟରୁ ୮,୯୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୫,୮୨୯ ମଧ୍ୟରୁ ୨,୬୧୫ ଜଣ ସୁସ୍ଥ ,୩୧ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୧,୮୩୩ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୬,୧୬,୬୪୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୪୨,୫୫୦ ଚିହ୍ନଟ ହୋଇଛନ୍ତି ୨୬,୮୮୭ ଜଣ ସୁସ୍ଥ ହୋଇଥିବା ବେଳେ ୧୫,୩୭୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୪୫ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୮୩୩ ଜଣଙ୍କ ମଧ୍ୟରୁ ୧,୧୧୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୭୧୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.