ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୪୪୧୯୩ , ସୁସ୍ଥ ସଂଖ୍ୟା ୨୮୬୯୮ ଓ ମୃତ ସଂଖ୍ୟା ୨୫୯ ।

0 1,214

ଭୁବନେଶ୍ଵର,ତା-୦୮/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୨,୬୩୩ ମଧ୍ୟରୁ ୯,୬୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୬,୧୦୩ ମଧ୍ୟରୁ ୨,୮୧୭ ଜଣ ସୁସ୍ଥ ,୩୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୯ ହୋଇଛି । ନୂତନ ଆକ୍ରାନ୍ତ ୧,୬୪୩ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୧୯୩ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୬,୩୪,୦୯୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୪୪,୧୯୩ ଚିହ୍ନଟ ହୋଇଛନ୍ତି ୨୮,୬୯୮ ଜଣ ସୁସ୍ଥ ହୋଇଥିବା ବେଳେ ୧୫,୧୮୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୨୫୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୪୮ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୬୪୩ ଜଣଙ୍କ ମଧ୍ୟରୁ ୧,୦୧୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୬୨୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.