ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୧୧୯୫୬ , ସୁସ୍ଥ ସଂଖ୍ୟା ୭୪୦୭ ଓ ମୃତ ସଂଖ୍ୟା ୫୬ ।

0 1,172

ଭୁବନେଶ୍ଵର,ତା-୧୦/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୩୪୧୬ ମଧ୍ୟରୁ ୧୭୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୧ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୧୯୪ ମଧ୍ୟରୁ ୮୧୬ ଜଣ ସୁସ୍ଥ ,୦୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୨ ହୋଇଛି । ନୂତନ ଆକ୍ରାନ୍ତ ୭୫୫ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୫୬ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୨୧୪୪୩ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୧୯୫୬ ଚିହ୍ନଟ ହୋଇଛନ୍ତି । ୭୪୦୭ ଜଣ ସୁସ୍ଥ ହୋଇଥିବା ବେଳେ ୪୪୭୬ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୫୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୧୭ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୭୫୫ ଜଣଙ୍କ ମଧ୍ୟରୁ ୫୦୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୪୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.