ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୭୦୦୨୦ , ସୁସ୍ଥ ସଂଖ୍ୟା ୪୬୯୩୬,ମୃତ୍ୟୁ ସଂଖ୍ୟା ୩୮୦ ।

0 1,174

ଭୁବନେଶ୍ଵର,ତା-୨୦/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୫,୭୨୪ ମଧ୍ୟରୁ ୧୩,୪୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୬ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୦,୩୭୦ ମଧ୍ୟରୁ ୫,୬୩୮ ଜଣ ସୁସ୍ଥ ,୫୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୨,୮୯୮ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦,୦୨୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୧,୧୫,୯୪୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୭୦,୦୨୦ ଚିହ୍ନଟ ହୋଇଛନ୍ତି ୪୬,୯୩୬ ଜଣ ସୁସ୍ଥ ହୋଇଥିବା ବେଳେ ୨୨,୬୫୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୩୮୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୮୯୮ ଜଣଙ୍କ ମଧ୍ୟରୁ ୧,୭୯୨ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୧୦୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.