ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୭୨୭୧୮ , ସୁସ୍ଥ ସଂଖ୍ୟା ୪୮୫୭୭,ମୃତ୍ୟୁ ସଂଖ୍ୟା ୩୯୦ ।

0 1,234

ଭୁବନେଶ୍ଵର,ତା-୨୧/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୫,୮୮୬ ମଧ୍ୟରୁ ୧୩,୭୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୦ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୦,୮୪୫ ମଧ୍ୟରୁ ୫,୯୯୫ ଜଣ ସୁସ୍ଥ ,୫୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୨,୬୯୮ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୨,୭୧୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୧,୭୨,୪୨୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୭୨,୭୧୮ ଚିହ୍ନଟ ହୋଇଛନ୍ତି ୪୮,୫୭୭ ଜଣ ସୁସ୍ଥ ହୋଇଥିବା ବେଳେ ୨୩,୬୯୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୩୯୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୬୯୮ ଜଣଙ୍କ ମଧ୍ୟରୁ ୧,୬୭୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୦୨୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.