ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୮୧୪୭୯, ସୁସ୍ଥ ସଂଖ୍ୟା ୫୪୪୦୬,ମୃତ ସଂଖ୍ୟା ୪୧୯ ।

0 1,136

ଭୁବନେଶ୍ଵର,ତା-୨୪/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୬,୫୨୮ ମଧ୍ୟରୁ ୧୪,୪୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୨,୩୬୮ ମଧ୍ୟରୁ ୬,୭୭୧ ଜଣ ସୁସ୍ଥ ,୫୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୨,୯୪୯ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୧,୪୭୯ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୩,୬୩,୬୨୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୮୧,୪୭୯ ଚିହ୍ନଟ ହୋଇଛନ୍ତି ୫୪,୪୦୬ ଜଣ ସୁସ୍ଥ ହୋଇଥିବା ବେଳେ ୨୬,୬୦୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୪୧୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୯୪୯ ଜଣଙ୍କ ମଧ୍ୟରୁ ୧,୮୨୬ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୧୨୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.