ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୧୩୧୨୧ , ସୁସ୍ଥ ସଂଖ୍ୟା ୮୩୬୦ ଓ ମୃତ ସଂଖ୍ୟା ୬୪ ।

0 1,359

ଭୁବନେଶ୍ଵର,ତା-୧୨/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୩୮୬୪ ମଧ୍ୟରୁ ୨୦୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୧ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୩୦୭ ମଧ୍ୟରୁ ୮୬୮ ଜଣ ସୁସ୍ଥ ,୦୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୫ ହୋଇଛି । ନୂତନ ଆକ୍ରାନ୍ତ ୫୯୫ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୨୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୩୪୫୨୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୩୧୨୧ ଚିହ୍ନଟ ହୋଇଛନ୍ତି । ୮୩୬୦ ଜଣ ସୁସ୍ଥ ହୋଇଥିବା ବେଳେ ୪୬୭୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୬୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୨୦ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୫୯୫ ଜଣଙ୍କ ମଧ୍ୟରୁ ୩୯୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୦୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.