ଶହେ ଶଯ୍ଯା ବିଶିଷ୍ଟ କୋଭିଡ୍ ହସ୍ପିଟାଲ ପାଇଁ ଏମଓୟୁ ସ୍ବାକ୍ଷର ।

0 684

ଛତ୍ରପୁର,୨୦/୦୭(ପିପିଟି); ବ୍ରହ୍ମପୁରର ଅମିତ ହସ୍‌ପିଟାଲରେ ୧୬ଟି ଆଇ.ସି.ୟୁ ବେଡ୍‌ ସହିତ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ପ୍ରତିଷ୍ଠା କରାଯିବ। ଏହାକୁ କଟକର ଅଶ୍ବିନୀ ହସ୍‌ପିଟାଲ ପରିଚାଳନା କରିବ। ଏଥିପାଇଁ ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ  ଅଶ୍ବିନୀ ହସ୍‌ପିଟାଲ ମଧ୍ୟରେ ଏମଓୟୁ  ସ୍ବାକ୍ଷରିତ ହୋଇଛି।

Leave A Reply

Your email address will not be published.