ଅଗ୍ନିବିପନ୍ନ ପରିବାରକୁ ସହାୟତା କଲେ ପୋଲସରା ବିଧାୟକ।

0 609

ପୋଲସରା,୦୫/୧୨(ପିପିଟି);ପୋଲସରା ବ୍ଲକ ଅନ୍ତର୍ଗତ ମଥୁରା ଗ୍ରାମର ୬ (ଛଅ ଗୋଟି) ଘର ପୋଡି ଯାଇଅଛି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଗ୍ରାମକୁ ଯାଇ ପରିବାର ଲୋକମାନଙ୍କୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ଏବଂ ଯଥାଶୀଘ୍ର ସରକାରୀ ସହାୟତା ଯୋଗାଇଦେବା ପାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସରପଞ୍ଚ ଓ ଗ୍ରାମବାସୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.