ବାଲିଗୁଡା,୨୨/୦୮(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ଦଣ୍ଡପଦର ଠାରେ ଏକ ଅଟୋ ବାଲିଗୁଡ଼ାକୁ ଆସୁଥିବା ବେଳେ ବାଲିଗୁଡ଼ା ବ୍ଲକ ବିଜେଡ଼ି ସଭାପତି ଟୁନା ଦାସ ନିଜ ସ୍କୁଟିରେ ମହାସିଙ୍ଗି ଯାଉଥିବା ବେଳେ ବେପରୁଆ ଭାବେ ଅଟୋ ଚଳାଇ ଅଟୋଟି ଧକ୍କା ଦେବାରୁ ଟୁନା ଦାସ ତଳେ ପଡି ଆହତ ହୋଇଥିବା ଜଣା ପଡ଼ିଛି। ଖବର ପାଇ ଘଟଣା ସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଞ୍ଚି ଅଟୋକୁ ଜବତ କରି ତଦନ୍ତ ଅବ୍ୟାହତ ରଖିଛି।
(ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ ।)
Prev Post
Next Post