ଓସିଙ୍ଗ ପ୍ରିମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ।

0 642

ଆସିକା,୨୮/୦୩(ପିପିଟି); ଆସିକା ନିର୍ଵାଚନ ମଣ୍ଡଳୀ ଅନ୍ତର୍ଗତ ଓସିଙ୍ଗି ଠାରେ ରାଧାକୃଷ୍ଣ ଯୁବକ ସଂଘ ତରଫରୁ ଓସିଙ୍ଗି ପ୍ରିମୀୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଏବଂ ବିଧାୟିକା ଆସିକା ମଞ୍ଜୁଳା ସ୍ୱାଇଁ ଯୋଗ ଦେଇ ଉଦ୍‌ଘାଟନ କରିଛନ୍ତି। ଯୁବ ବିଜେଡି ଗଞ୍ଜାମ ଜୋନ ସଭାପତି ନଚିକେତା ସ୍ବାଇଁ ଅତିଥି ଭାବେ ଯୋଗ ଦେଇଥିଲେ।

Leave A Reply

Your email address will not be published.