କଟକ,ତା-୦୬/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୧୯୬ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୫,୨୭୦, ଚିକିତ୍ସିତ ସଂଖ୍ୟା ୪,୧୦୭, ମୃତ ସଂଖ୍ୟା ୧,୭୭୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୫ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୨୦୨, ସୁସ୍ଥ ସଂଖ୍ୟା ୨୭,୭୨୮,ଚିକିତ୍ସିତ ସଂଖ୍ୟା ୩୩୬, ମୃତ ସଂଖ୍ୟା ୧୩୪ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୯୩ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୫ ବୋଲି ଜଣାପଡିଛି ।