କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୨୨ ।

0 1,096

କଟକ,ତା-୦୮/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୯୧୩ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୬,୪୪୭, ଚିକିତ୍ସିତ ସଂଖ୍ୟା ୩,୬୨୯, ମୃତ ସଂଖ୍ୟା ୧,୭୮୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୨ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୨୫୦, ସୁସ୍ଥ ସଂଖ୍ୟା ୨୭,୮୧୩,ଚିକିତ୍ସିତ ସଂଖ୍ୟା ୨୯୬, ମୃତ ସଂଖ୍ୟା ୧୩୭ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୪୯ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୨ ବୋଲି ଜଣାପଡିଛି ।

Leave A Reply

Your email address will not be published.