କଟକ,ତା-୦୭/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୧୫୧ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୭,୦୦୮, ଚିକିତ୍ସିତ ସଂଖ୍ୟା ୨,୨୦୨, ମୃତ ସଂଖ୍ୟା ୧,୮୮୮ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୨ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୮୨୧, ସୁସ୍ଥ ସଂଖ୍ୟା ୨୮,୫୧୮,ଚିକିତ୍ସିତ ସଂଖ୍ୟା ୧୫୯, ମୃତ ସଂଖ୍ୟା ୧୪୦ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୩୦ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୨ ବୋଲି ଜଣାପଡିଛି ।