କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୬ ।

0 1,120

କଟକ,ତା-୦୯/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୬୦୨ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୭,୫୩୪, ଚିକିତ୍ସିତ ସଂଖ୍ୟା ୨,୧୨୪, ମୃତ ସଂଖ୍ୟା ୧,୮୯୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୬ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୮୩୨, ସୁସ୍ଥ ସଂଖ୍ୟା ୨୮,୫୪୮,ଚିକିତ୍ସିତ ସଂଖ୍ୟା ୧୪୦, ମୃତ ସଂଖ୍ୟା ୧୪୦ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୦୬ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୬ ବୋଲି ଜଣାପଡିଛି ।

Leave A Reply

Your email address will not be published.