କଟକ,ତା-୧୨/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୩୩୧ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୮,୨୭୧, ଚିକିତ୍ସିତ ସଂଖ୍ୟା ୨,୧୧୩, ମୃତ ସଂଖ୍ୟା ୧,୮୯୪ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୩ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୮୬୪, ସୁସ୍ଥ ସଂଖ୍ୟା ୨୮,୬୦୮,ଚିକିତ୍ସିତ ସଂଖ୍ୟା ୧୧୨, ମୃତ ସଂଖ୍ୟା ୧୪୦ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୨୫ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୩ ବୋଲି ଜଣାପଡିଛି ।