କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୮ ।

0 1,299

କଟକ,ତା-୧୪/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୭୬୩ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୮,୬୨୨, ଚିକିତ୍ସିତ ସଂଖ୍ୟା ୨,୧୯୨, ମୃତ ସଂଖ୍ୟା ୧,୮୯୬ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୮ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୮୮୬, ସୁସ୍ଥ ସଂଖ୍ୟା ୨୮,୬୨୦,ଚିକିତ୍ସିତ ସଂଖ୍ୟା ୧୨୨, ମୃତ ସଂଖ୍ୟା ୧୪୦ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୨୨ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୮ ବୋଲି ଜଣାପଡିଛି ।

Leave A Reply

Your email address will not be published.