କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୧୪ ।

0 1,147

କଟକ,ତା-୧୫/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୯୪୯ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୮,୮୩୨, ଚିକିତ୍ସିତ ସଂଖ୍ୟା ୨,୧୬୬, ମୃତ ସଂଖ୍ୟା ୧,୮୯୮ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୪ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୯୦୦, ସୁସ୍ଥ ସଂଖ୍ୟା ୨୮,୬୩୭,ଚିକିତ୍ସିତ ସଂଖ୍ୟା ୧୧୯, ମୃତ ସଂଖ୍ୟା ୧୪୦ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୧୮୬ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୪ ବୋଲି ଜଣାପଡିଛି ।

Leave A Reply

Your email address will not be published.