କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୧୧୨ ।

0 1,096

କଟକ,ତା-୦୬/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮,୭୬୮ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୮୩,୫୩୩, ଚିକିତ୍ସିତ ସଂଖ୍ୟା ୧୩,୭୮୯, ମୃତ ସଂଖ୍ୟା ୧,୩୯୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୧୨ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୬,୫୨୪, ସୁସ୍ଥ ସଂଖ୍ୟା ୨୫,୩୩୪,ଚିକିତ୍ସିତ ସଂଖ୍ୟା ୧,୦୭୦, ମୃତ ସଂଖ୍ୟା ୧୧୬ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୧,୪୯୪ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୧୨ ବୋଲି ଜଣାପଡିଛି ।

Leave A Reply

Your email address will not be published.