କଟକ,ତା-୨୫/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୬,୦୦୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୦୭,୩୭୪, ଚିକିତ୍ସିତ ସଂଖ୍ୟା ୬,୮୮୭, ମୃତ ସଂଖ୍ୟା ୧,୬୮୭ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୪୯ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୭,୮୧୪, ସୁସ୍ଥ ସଂଖ୍ୟା ୨୭,୧୮୦,ଚିକିତ୍ସିତ ସଂଖ୍ୟା ୪୯୬, ମୃତ ସଂଖ୍ୟା ୧୩୩ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୭୩୦ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୯ ବୋଲି ଜଣାପଡିଛି ।