କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୨୫ ।

0 1,169

କଟକ,ତା-୩୦/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୭୨୫ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୧,୨୫୬, ଚିକିତ୍ସିତ ସଂଖ୍ୟା ୫,୬୭୭, ମୃତ ସଂଖ୍ୟା ୧,୭୩୯ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୫ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୦୩୮, ସୁସ୍ଥ ସଂଖ୍ୟା ୨୭,୪୫୯,ଚିକିତ୍ସିତ ସଂଖ୍ୟା ୪୪୧, ମୃତ ସଂଖ୍ୟା ୧୩୪ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪୧୮ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୫ ବୋଲି ଜଣାପଡିଛି ।

Leave A Reply

Your email address will not be published.