କଟକ,ତା-୦୪/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୪,୦୨୩, ଚିକିତ୍ସିତ ସଂଖ୍ୟା ୪,୫୫୮, ମୃତ ସଂଖ୍ୟା ୧,୭୬୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୮ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୧୪୩, ସୁସ୍ଥ ସଂଖ୍ୟା ୨୭,୬୧୩,ଚିକିତ୍ସିତ ସଂଖ୍ୟା ୩୯୨, ମୃତ ସଂଖ୍ୟା ୧୩୪ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୭୭ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୮ ବୋଲି ଜଣାପଡିଛି ।