କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରାମିତ ସଂଖ୍ୟା ୮୧ ।

0 146

ଫୁଲବାଣୀ ,ତା-୨୯/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ଯା ୨,୧୫,୬୭୬ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୭୭,୫୮୫, ଚିକିତ୍ସିତ ସଂଖ୍ୟା ୩୭,୨୧୦, ମୃତ ସଂଖ୍ୟା ୮୨୮ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୮୧ ସହ କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୪,୩୮୬, ସୁସ୍ଥ ସଂଖ୍ୟା ୩,୭୫୧,ଚିକିତ୍ସିତ ସଂଖ୍ୟା ୬୧୩ ଏବଂ ମୃତ ସଂଖ୍ୟା ୨୨ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୦୬୭ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୮୧ ବୋଲି ଜଣାପଡିଛି । (ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ ।)

Leave A Reply

Your email address will not be published.