କବିସୂର୍ଯ୍ୟ ନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ।

0 139

କବିସୂର୍ଯ୍ୟ ନଗର,୨୬/୦୧(ପିପିଟି): କବିସୂର୍ଯ୍ୟ ନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟ ନିର୍ବାହୀ ଅଧିକାରୀ ମନୋରଞ୍ଜନ ନାୟକଙ୍କ ଅଧ୍ୟକ୍ଷତାରେ ଅଧକ୍ଷା ଏସ୍ ଲକ୍ଷ୍ମୀ ସେଠୀ କାର୍ଯ୍ୟାଳୟ ପରିସରେ ଥିବା ମହାତ୍ମା ଗାନ୍ଧୀ,ଜବାହାରଲାଲ ନେହେରୁ ଓ ସୁବାସ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ମାଲ୍ୟାର୍ପଣ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଆମନ୍ତ୍ରିତ ଛାତ୍ର ଓ ଛାତ୍ରୀ ମାନେ ଜାତୀୟ ସଙ୍ଗୀତ ଗାନ କରିଥିଲେ । ଏହି ଅବସରରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

(ରିପୋର୍ଟ- ସପ୍ନେଶ୍ବର ପାଣିଗ୍ରାହୀ )

Leave A Reply

Your email address will not be published.