କବିସୂର୍ଯ୍ୟ ବଳଦେବ ରଥଙ୍କୁ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି

0 278

ବ୍ରହ୍ମପୁର,୨୩/୦୧(ପିପିଟି):ରୀତିଯୁଗର ବିଶିଷ୍ଟ କବି ପ୍ରାତଃସ୍ମରଣୀୟ କବିସୂର୍ଯ୍ୟ ବଳଦେବ ରଥଙ୍କ ଜୟନ୍ତୀ ଅବସରରେ ବ୍ରହ୍ମପୁରସ୍ଥିତ ସଂସ୍କୃତି ଭବନରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ମହାନ କବିଙ୍କୁ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।

ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜ଼ିଲ୍ଲାପାଳ, ସାଧାରଣ ଡ଼ଃ ପ୍ରମୋଦ କୁମାର ପୃଷ୍ଟି, ଅତିରିକ୍ତ ଜ଼ିଲ୍ଲାପାଳ ରାଜସ୍ବ ଦେବଦତ୍ତ ପଣ୍ଡା, ଅତିରିକ୍ତ ଜ଼ିଲ୍ଲାପାଳ ସୁନୀଲ କେର୍କେଟା, ଜ଼ିଲ୍ଲା ସଂସ୍କୃତି ଅଧିକାରିଣୀ ଅଦିତି ଆଚାର୍ଯ୍ୟ, ଅତିରିକ୍ତ ଉପଜ଼ିଲ୍ଲାପାଳ ପାର୍ଥ ହାଁସଦା କବିସୂର୍ଯ୍ୟ ବଳଦେବ ରଥଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

Leave A Reply

Your email address will not be published.