ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୧୨ ।

0 1,095

ଭୁବନେଶ୍ବର,ତା-୦୭/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୧୫୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୭,୦୦୮, ଚିକିତ୍ସିତ ସଂଖ୍ୟା ୨,୨୦୨ ମୃତ ସଂଖ୍ୟା ୧,୮୮୮ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୨ ସହ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୫୨,୮୦୬, ସୁସ୍ଥ ସଂଖ୍ୟା ୫୨,୩୫୪,ଚିକିତ୍ସିତ ସଂଖ୍ୟା ୧୧୫ ଏବଂ ମୃତ ସଂଖ୍ୟା ୩୨୭ ଏବଂ ଅନ୍ୟ ମୃତ ସଂଖ୍ୟା ୧୦ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୩୦ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୨ ବୋଲି ଜଣାପଡିଛି ।

Leave A Reply

Your email address will not be published.