ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରାମିତ ସଂଖ୍ୟା ୬୫୩ ।

0 633

ଭୁବନେଶ୍ବର ,ତା-୨୪/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୬,୮୮୮ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୫୭,୨୬୫, ଚିକିତ୍ସିତ ସଂଖ୍ୟା ୩୮,୮୧୮ ମୃତ ସଂଖ୍ୟା ୭୫୨ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୬୫୩ ସହ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩୩,୪୫୩, ସୁସ୍ଥ ସଂଖ୍ୟା ୨୬,୯୬୬,ଚିକିତ୍ସିତ ସଂଖ୍ୟା ୬,୩୬୨ ଏବଂ ମୃତ ସଂଖ୍ୟା ୧୧୫ ଏବଂ ଅନ୍ୟ ମୃତ ସଂଖ୍ୟା ୧୦ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୩୪୦ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୫୩ ବୋଲି ଜଣାପଡିଛି ।

Leave A Reply

Your email address will not be published.