ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୧୪୫ ।

0 1,118

ଭୁବନେଶ୍ବର,ତା-୦୭/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୦,୧୪୦ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୮୫,୧୭୪, ଚିକିତ୍ସିତ ସଂଖ୍ୟା ୧୩,୫୦୩ ମୃତ ସଂଖ୍ୟା ୧,୪୧୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୪୫ ସହ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୪୯,୭୪୩, ସୁସ୍ଥ ସଂଖ୍ୟା ୪୭,୯୪୭,ଚିକିତ୍ସିତ ସଂଖ୍ୟା ୧,୫୪୧ ଏବଂ ମୃତ ସଂଖ୍ୟା ୨୪୫ ଏବଂ ଅନ୍ୟ ମୃତ ସଂଖ୍ୟା ୧୦ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୧,୩୭୨ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୪୫ ବୋଲି ଜଣାପଡିଛି ।

Leave A Reply

Your email address will not be published.