ଖୋଳଖାଳି ପଞ୍ଚାୟତରେ ବିଜେଡ଼ିର ମିଶ୍ରଣ ପର୍ବ।

0 377

ବୁଗୁଡା,୨୬/୧୧(ପିପିଟି):ବୁଗୁଡା ବ୍ଲକ ଅନ୍ତର୍ଗତ ଖୋଳଖାଳି ଗ୍ରାମ ଠାରେ ଖୋଳଖାଳି ଗ୍ରାମ ପଞ୍ଚାୟତ ସ୍ତରୀୟ ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଖୋଳଖାଳି ପଞ୍ଚାୟତ ପରାସ୍ତ ବିଜେପି ସମିତିସଭ୍ୟ କାର୍ତ୍ତିକ ସାହାଣୀଙ୍କ ନେତୃତ୍ୱରେ ୫୫୦ ରୁ ଉର୍ଦ୍ଧ୍ବ ବିଜେପି ପରିବାର ବିଜେପି ଦଳ ତ୍ୟାଗକରି ବିଜୁ ଜନତା ଦଳରେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି। ବୁଗୁଡା ବ୍ଲକ ଜନ ପ୍ରତିନିଧି ଓ ଦଳର କର୍ମକର୍ତ୍ତା ଉପସ୍ଥିତ ଥିଲେ।

Leave A Reply

Your email address will not be published.