ପାରଳାଖେମୁଣ୍ଡି,ତା-୨୧/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୪୫,୬୭୫, ଚିକିତ୍ସିତ ସଂଖ୍ୟା ୩୭,୬୮୪, ମୃତ ସଂଖ୍ୟା ୭୧୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୭ ସହ ଗଜପତି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩,୩୬୭, ସୁସ୍ଥ ସଂଖ୍ୟା ୩,୧୨୯,ଚିକିତ୍ସିତ ସଂଖ୍ୟା ୨୧୫ ଏବଂ ମୃତ ସଂଖ୍ୟା ୨୨ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୨୪୨ ହୋଇଥିବା ବେଳେଗଜପତି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୭ ବୋଲି ଜଣାପଡିଛି ।