ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୯ ।

0 1,527

ବ୍ରହ୍ମପୁର,ତା-୧୦/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୩,୭୮୦ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୮୯,୬୮୯, ଚିକିତ୍ସିତ ସଂଖ୍ୟା ୧୨,୫୮୪, ମୃତ ସଂଖ୍ୟା ୧,୪୫୪ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୯ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୪୦୪, ସୁସ୍ଥ ସଂଖ୍ୟା ୨୧,୦୪୩, ଚିକିତ୍ସିତ ସଂଖ୍ୟା ୧୨୧ ଏବଂ ମୃତ ସଂଖ୍ୟା ୨୩୨ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୯୮୭ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୯ ବୋଲି ଜଣାପଡିଛି ।

Leave A Reply

Your email address will not be published.