ବ୍ରହ୍ମପୁର,ତା-୧୨/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୫,୯୮୬ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୯୨,୪୭୭, ଚିକିତ୍ସିତ ସଂଖ୍ୟା ୧୧,୯୭୩, ମୃତ ସଂଖ୍ୟା ୧,୪୮୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୫ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୪୪୬, ସୁସ୍ଥ ସଂଖ୍ୟା ୨୧,୦୮୭, ଚିକିତ୍ସିତ ସଂଖ୍ୟା ୧୧୯ ଏବଂ ମୃତ ସଂଖ୍ୟା ୨୩୨ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୯୮୬ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୫ ବୋଲି ଜଣାପଡିଛି ।