ବ୍ରହ୍ମପୁର,ତା-୨୪/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୫,୨୭୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୦୬,୭୨୬, ଚିକିତ୍ସିତ ସଂଖ୍ୟା ୬,୮୨୧ ମୃତ ସଂଖ୍ୟା ୧,୬୭୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୬ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୫୮୫, ସୁସ୍ଥ ସଂଖ୍ୟା ୨୧,୨୭୭, ଚିକିତ୍ସିତ ସଂଖ୍ୟା ୬୧ ଏବଂ ମୃତ ସଂଖ୍ୟା ୨୩୯ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୬୪୨ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୬ ବୋଲି ଜଣାପଡିଛି ।