ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୮ ।

0 1,241

ବ୍ରହ୍ମପୁର,ତା-୨୭/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୭,୨୩୯ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୦୮,୮୩୯, ଚିକିତ୍ସିତ ସଂଖ୍ୟା ୬,୬୨୯ ମୃତ ସଂଖ୍ୟା ୧,୭୧୮ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୮ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୬୨୩, ସୁସ୍ଥ ସଂଖ୍ୟା ୨୧,୩୧୦, ଚିକିତ୍ସିତ ସଂଖ୍ୟା ୬୫ ଏବଂ ମୃତ ସଂଖ୍ୟା ୨୪୦ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୫୯୪ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୮ ବୋଲି ଜଣାପଡିଛି ।

Leave A Reply

Your email address will not be published.