ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୯ ।

0 1,348

ବ୍ରହ୍ମପୁର,ତା-୦୩/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୦୧୭ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୩,୩୯୪, ଚିକିତ୍ସିତ ସଂଖ୍ୟା ୪,୮୧୫ ମୃତ ସଂଖ୍ୟା ୧,୭୫୫ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୯ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୬୬୮, ସୁସ୍ଥ ସଂଖ୍ୟା ୨୧,୩୬୪, ଚିକିତ୍ସିତ ସଂଖ୍ୟା ୫୦ ଏବଂ ମୃତ ସଂଖ୍ୟା ୨୪୫ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪୩୪ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୯ ବୋଲି ଜଣାପଡିଛି ।

Leave A Reply

Your email address will not be published.