ବ୍ରହ୍ମପୁର,ତା-୦୫/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୮୦୩ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୪,୬୬୫, ଚିକିତ୍ସିତ ସଂଖ୍ୟା ୪,୩୨୦ ମୃତ ସଂଖ୍ୟା ୧,୭୬୫ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୪ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୬୭୭, ସୁସ୍ଥ ସଂଖ୍ୟା ୨୧,୩୮୯, ଚିକିତ୍ସିତ ସଂଖ୍ୟା ୩୬ ଏବଂ ମୃତ ସଂଖ୍ୟା ୨୪୫ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪୦୯ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୪ ବୋଲି ଜଣାପଡିଛି ।