ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୮।

0 1,191

ବ୍ରହ୍ମପୁର,ତା-୧୪/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୦୮୯ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୯,୦୬୯, ଚିକିତ୍ସିତ ସଂଖ୍ୟା ୩,୨୫୬ ମୃତ ସଂଖ୍ୟା ୧,୮୧୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୮ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୭୩୭, ସୁସ୍ଥ ସଂଖ୍ୟା ୨୧,୪୪୯, ଚିକିତ୍ସିତ ସଂଖ୍ୟା ୩୪ ଏବଂ ମୃତ ସଂଖ୍ୟା ୨୪୬ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୩୨ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୮ ବୋଲି ଜଣାପଡିଛି ।

Leave A Reply

Your email address will not be published.