ବ୍ରହ୍ମପୁର,ତା-୧୭/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୧୪୭ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୦,୨୦୮, ଚିକିତ୍ସିତ ସଂଖ୍ୟା ୩,୦୬୧ ମୃତ ସଂଖ୍ୟା ୧,୮୨୫ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୨ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୭୫୦, ସୁସ୍ଥ ସଂଖ୍ୟା ୨୧,୪୬୦, ଚିକିତ୍ସିତ ସଂଖ୍ୟା ୩୬ ଏବଂ ମୃତ ସଂଖ୍ୟା ୨୪୬ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୫୧ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୨ ବୋଲି ଜଣାପଡିଛି ।