ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୪।

0 1,149

ବ୍ରହ୍ମପୁର,ତା-୧୯/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୮୬୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୦,୯୪୭, ଚିକିତ୍ସିତ ସଂଖ୍ୟା ୩,୦୨୯ ମୃତ ସଂଖ୍ୟା ୧,୮୩୨ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୪ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୭୫୯, ସୁସ୍ଥ ସଂଖ୍ୟା ୨୧,୪୭୬, ଚିକିତ୍ସିତ ସଂଖ୍ୟା ୨୯ ଏବଂ ମୃତ ସଂଖ୍ୟା ୨୪୬ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୫୬ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୪ ବୋଲି ଜଣାପଡିଛି ।

Leave A Reply

Your email address will not be published.